Home ଓଡ଼ିଶା ଚନ୍ଦ୍ରଭାଗା ବେଳାଭୂମିରେ ବିଦେଶୀ ଛାତ୍ର ଛାତ୍ରୀଙ୍କ ସଫେଇ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋଣାର୍କ :-> ଓଡ଼ିଶା ବୁଲିଆସିଥିବା ଆମେରିକା ସିଟି ୟୁନିଭର୍ସଟିର ୬୦ ରୁ ଅଧିକ ଛାତ୍ରଛାତ୍ରୀ ବୁଧବାର ଅପରାହ୍ନରେ କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରକୂଳରେ ସଫେଇ କାର୍ଯ୍ୟ କରିଛନ୍ତି । ଏହା ଆଜି ସ୍ଥାନୀୟଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ସେମାନେ ଅଳିଆ ଆବର୍ଜନାକୁ ସଫା କରିବା ସହିତ ଏକ ଘଣ୍ଟାରୁ ଅଧିକ ସମୟ ଧରି ସମସ୍ତ ଅଳିଆ ଆବର୍ଜନାକୁ ନିଜେ ଗୋଟାଇ ସୁରକ୍ଷିତ ସ୍ଥାନରେ ରଖୁଥିବା ଦେଖାଯାଇଥିଲା । Categories: ଓଡ଼ିଶା, ପୁରୀ, ହୋମ୍ Related Content A Rare Achievement by Ranpur’s Son Jagannath Mishra by Proprietor Abhimanyu Maharana August 12, 2026 ଭାପୁର ଡାକ୍ତରଖାନାରେ ରୋଗୀ ମୃତ୍ୟୁକୁ ନେଇ ଚାପ ଉତେଜନା by Proprietor Abhimanyu Maharana August 12, 2026 ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା by Proprietor Abhimanyu Maharana August 12, 2026 State Panchayati Raj Minister Meets Union Minister to Discuss Housing and Rural Development in Odisha by Proprietor Abhimanyu Maharana August 11, 2026 ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା by Proprietor Abhimanyu Maharana August 11, 2026 Bajaj Finance Conducts Financial Literacy Programs in Rural Odisha by Proprietor Abhimanyu Maharana August 11, 2026