Home ଓଡ଼ିଶା ବିଶ୍ୱ ହାତୀ ଦିବସ ଉପଲକ୍ଷେ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟରେ ଚିତ୍ରାଙ୍କନ ପ୍ରତିଯୋଗିତା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗରି :-> ରାମଗିରି ରେଞ୍ଜ ଅଫିସ ତରଫରୁ ବିଶ୍ୱ ହାତୀ ଦିବସ ଉପଲକ୍ଷେ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚବିଦ୍ୟାଳୟରେ 5ମ,6ଷ୍ଟ ଓ 7ମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କର ଏକ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଯାଇଛି |ଗତକାଲିର ସାଧାରଣ ଜ୍ଞାନ ପରୀକ୍ଷ୍ୟାରେ ରମାକାନ୍ତ ରଇତ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମିଥୁନ ବଡ଼ରଇତ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ | ଆଜିର ଚିତ୍ରାଙ୍କନ ପ୍ରତିଯୋଗିତାରେ ମହେନ୍ଦ୍ରଗଡ଼ ଉ. ପ୍ରା ବିଦ୍ୟାଳୟର ସଚୀନ କୋଠଦଳାଇ ସପ୍ତମ ଶ୍ରେଣୀ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା 12/08/24 ରିଖରେ ପାରଳାଖେମୁଣ୍ଡି ଠାରେ ହେବାକୁ ଥିବା ବିଶ୍ୱ ହାତୀ ଦିବସ ପାଳନ କାର୍ଯ୍ୟକ୍ରମରେ ତିନି ଜଣ ଯୋଗ ଦେବା ପାଇଁ ମନୋନୀତ ହୋଇଛନ୍ତି |ଏହି କାର୍ଯ୍ୟକ୍ରମକୁ ବନପାଳ ଶ୍ରୀ ବିଶ୍ୱନାଥ ଭୂୟାଁ ବନରକ୍ଷୀ ଶ୍ରୀ ରମେଶ ଚନ୍ଦ୍ର ନାୟକ ଇକୋ କ୍ଳବ ମାଷ୍ଟର ଟ୍ରେନେର ଶ୍ରୀ ସୁବାସ ଚନ୍ଦ୍ର ସାହୁ ସମ୍ପାଦନ କରିଥିଲେ | Categories: ଓଡ଼ିଶା, ଗଜପତି, ହୋମ୍ Related Content ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ by Proprietor Abhimanyu Maharana October 4, 2026 ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ by Proprietor Abhimanyu Maharana October 4, 2026 ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି by Proprietor Abhimanyu Maharana October 3, 2026 ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି by Proprietor Abhimanyu Maharana October 3, 2026 ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ by Proprietor Abhimanyu Maharana October 3, 2026