୧୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ବିଦ୍ୟାଭରତୀ ଓଡିଶା ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଓ ରାଜସୁନାଖଳା ସଂକୁଳ ପ୍ରମୁଖ ସାନନ୍ଦ କୁମାର ସାହୁ ଏବଂ ସଂକୁଳ ସଂଯୋଜକ ବିଚିତ୍ର କୁମାର ରଥ,ବେଗୁନିଆ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ବିଜୟ କୁମାର ରଥଙ୍କ ମିଳିତ ତତ୍ୱାବଧାନରେ ରବିବାର ଦିନ ବେଗୁନିଆ ସରସ୍ବତୀ ବିଦ୍ୟା ମନ୍ଦିରରେ ସଂକୁଳସ୍ତରୀୟ ଜ୍ଞାନ, ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି !

