୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଘିରି :-> ବିଶ୍ୱ ହସ୍ତୀ ଦିବସ ଉପଲକ୍ଷେ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟ ଓ ରାମଗିରି ବନାଞ୍ଚଳ ଅଧିକାରୀଙ୍କ ମହେନ୍ଦ୍ରଗଡ଼ ସେକ୍ସନ ତରଫରୁ ଏକ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି | ପ୍ରଥମେ ବିଦ୍ୟାଳୟର ଛାତ୍ର ଛାତ୍ରୀ ବୃନ୍ଦ ବିଦ୍ୟାଳୟ ପରିସରରୁ ବାହାରି ସମଗ୍ର ମହେନ୍ଦ୍ରଗଡ଼ ଗାଁବିଭିନ୍ନ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ |
