୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି ।

