ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଜୟଶ୍ରୀ ଧଳଙ୍କର ଆଲବମ ଉନ୍ମୋଚିତ

ଏଠାରେ ଉଲ୍ଲେଖଯୋଗ୍ୟ ଯେ ଡ଼ଃ ଜୟଶ୍ରୀ ଧଳ ତାଙ୍କର ସଫଳ ସଂଗୀତ ସାଧନା ଓ ଉପଲବ୍ଧ ସିଦ୍ଧି ସାଙ୍ଗକୁ ଉଚ୍ଚକୋଟୀର ସମାଜସେବା ଏବଂ ଉତ୍ସର୍ଗୀକୃତ ଜନହିତକାରୀ କାର୍ଯ୍ୟ ପାଇଁ ସାଧାରଣରେ ବେଶ ପ୍ରସିଦ୍ଧି ଲାଭ କରିଛନ୍ତି । ବିଶେଷକରି ମହାନଗରରେ ଭ୍ରାମ୍ୟମାଣ ଅଳିଆ ଉଠା ଗାଡି ରେ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ନିଜର ସଂଗୀତ ପରିବେଷଣ ମାଧ୍ୟମରେ ସଚେତନତାର ବାର୍ତ୍ତା ପ୍ରଦାନ କରି ଡ଼ଃ ଧଳ ଖୁବ ଚର୍ଚ୍ଚିତ ହୋଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ ।
Related Content
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା "କୋର ୪ ଚାମ୍ପିଅନ୍ସ କପ୍" ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ
by
Proprietor Abhimanyu Maharana
June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ
by
Proprietor Abhimanyu Maharana
June 15, 2026
'ପ୍ରୟାସ' ତରଫରୁ ରଜ ଉତ୍ସବ ପାଳିତ
by
Proprietor Abhimanyu Maharana
June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା
by
Proprietor Abhimanyu Maharana
June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା
by
Proprietor Abhimanyu Maharana
June 15, 2026