Home ଓଡ଼ିଶା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ୭୮ ତମ ସ୍ବାଧିନତା ଦିବସ ଉପଲକ୍ଷେ : ଡିବେଟ୍ ରେ ସଂଧ୍ୟା ଓ ଚିତ୍ରାଙ୍କନ ରେ ପ୍ରତୀକ୍ଷା ପ୍ରଥମ ଅନୁଷ୍ଠିତ ହୋଇଯାଇଛି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମା ରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ୭୮ ତମ ସ୍ବାଧିନତା ଦିବସ ଉପଲକ୍ଷେ ବ୍ଲକ୍ ସ୍ତରୀୟ ରଚନା, ଡିବେଟ, ଚିତ୍ରାଙ୍କନ, ନୃତ୍ୟ, ଗୀତ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ସ୍ତରୀୟ ପ୍ରତିଯୋଗିତାରେ ନୂଆଗାଁ ବାଳିକା ଉଚ୍ଚ ବିଦ୍ୟାଳୟ ର ଦଶମ ଶ୍ରେଣୀ ଛାତ୍ରୀ ସଂଧ୍ୟାରାଣୀ ପରିଡ଼ା ଡିବେଟ୍ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି ନୂଆଗାଁ ବାଳିକା ଉଚ୍ଚ ବିଦ୍ୟାଳୟ ର ଦଶମ ଶ୍ରେଣୀ ଛାତ୍ରୀ ପ୍ରତୀକ୍ଷା ପ୍ରିୟଦର୍ଶିନୀ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ by Proprietor Abhimanyu Maharana August 25, 2026 ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ by Proprietor Abhimanyu Maharana August 25, 2026 ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ by Proprietor Abhimanyu Maharana August 25, 2026 ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ by Proprietor Abhimanyu Maharana August 25, 2026 ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ by Proprietor Abhimanyu Maharana August 25, 2026 ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଉଚ୍ଚ ସ୍ତରୀୟ ବୈଠକ by Proprietor Abhimanyu Maharana August 25, 2026