୧୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ପୋଲିସ ମହାନିର୍ଦ୍ଦେଶକ ( ଡିଜିପି) । ଖୁରାନିଆଙ୍କ ପ୍ରତ୍ୟାବର୍ତ୍ତନ ପରେ ସେ ଓଡ଼ିଶାର ପରବର୍ତ୍ତୀ ଡିଜିପି ହେବା ନେଇ ଚର୍ଚ୍ଚା ଜୋର୍ ଧରିଥିଲା । ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ୱାଇ.ବି ଖୁରାନିଆ ପୂର୍ବରୁ ପୋଲିସ କମିଶନର ଥିଲେ ।
