୧୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

