୧୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ତ୍ରିରଙ୍ଗା ସେବା ସଂଘ ପରିବାର ପକ୍ଷରୁ ଗୁରୁବାର ଚଳିତ ବର୍ଷ ମଧ୍ୟ ତ୍ରିରଙ୍ଗା ମହୋତ୍ସବ ଏକ ଆକର୍ଷଣୀୟ ପରିବେଶରେ ପାଳିତ ହୋଇଛି । ଅନୁଷ୍ଠାନର ସଭାପତି ରଞ୍ଜନ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାବକାଶରେ ଲକ୍ଷ୍ମୀ ନୃସିଂହ କଳା ମନ୍ଦିର ଅନୁଷ୍ଠାନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ,
