୧୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର -> ରାଜଭବନରେ ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ତା୧୫.୦୮.୨୦୨୪ରିଖ ସକାଳ ୯ଘଟିକା ସମୟରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ଭୀମଭୋଇ ଦୃଷ୍ଟି ବାଧିତ ବିଦ୍ୟାଳୟର ଛାତ୍ରଛାତ୍ରୀ,

