୧୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ କଣ୍ଟ୍ରୋଲ ଚାଉଳ ଦେଖିବାକୁ ପାଇଥିଲେ l

