ଗୋରୁଚାଲାଣ ରୋକିଲେ ପରିବହନ ମନ୍ତ୍ରୀ

ଏସ୍ଆଇ ଶ୍ରୀମତି ବେହେରା ତଦନ୍ତ ଚଳାଇଛନ୍ତି । ତଦନ୍ତ ସରିବା ପର୍ଯ୍ୟନ୍ତ ଗୋରୁପଲଙ୍କୁ ବଜରଙ୍ଗ ଦଳ କର୍ମୀମାନଙ୍କୁ ହସ୍ତାନ୍ତର କରାଯାଇଛି । ତେବେ ଏଭଳି ଗୋରୁ ଚାଲାଣକୁ ରୋକିବା ସକାଶେ ମନ୍ତ୍ରୀ ଶ୍ରୀ ଜେନା ପରାମର୍ଶ ଦେଇଥିବା ବେଳେ ଗଜପତି ଜିଲ୍ଲାର ବିଭିନ୍ନ ହାଟରେ ନେଉଥିବା ଗୋରୁ ବିକ୍ରି ବନ୍ଦ କରିବା ପାଇଁ ପଦକ୍ଷେପ ନିଆଯାଉ ବୋଲି ଅଞ୍ଚଳବାସୀ ମତ ଦେଇଛନ୍ତି । ଦୁଇ ଦିନ ମଧ୍ୟରେ ଆବଶ୍ୟକ କାଗଜପତ୍ର ଦେଖାଇ ନ ପାରିବାରୁ ୧୮ଜଣ ଗୋରୁ ଚାଲାଣକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ଜଣାପଡିଛି ।
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026