ନୂଆଗଡ ବ୍ଲକ ଉଦୟପୁର ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା,ପଞ୍ଚାୟତ ସମିତି ନୂଆଗଡ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ଡେପୁଟି କଲେକ୍ଟର ଶ୍ରୀ କମଳକାନ୍ତ ପଣ୍ଡା, ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026