Home ଓଡ଼ିଶା ନବୀନ ନିବାସ ରେ ହିଞ୍ଜିଳି ବ୍ଲକ ସରପଞ୍ଚ ମାନେ ଭେଟି ନବୀନ ପଟ୍ଟନାୟକ ଙ୍କ ସହ ବିକାଶ ସମ୍ପର୍କ ରେ କଲେ ଆଲୋଚନା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳି :-> ହିଞ୍ଜିଳି ବ୍ଲକ ର 16 ଟି ପଂଚାୟତ ର ସରପଞ୍ଚ ମାନେ ଆଜି ନବୀନ ନିବାସ ଠାରେ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ଶ୍ରୀ ନବୀନ ପଟନାୟକ ଙ୍କୁ ଭେଟି ହିଞ୍ଜିଳି ର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ l ଆଲୋଚନା ସମୟ ରେ ଶ୍ରୀ ପଟ୍ଟନାୟକ ଲୋକ ଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେଇ କାମ କରିବାକୁ ପରାମର୍ଶ ଦେଇଥିଲେ. ଏହା ସହିତ ବିଜେଡି ସରକାର ବେଳେ ହୋଇଥିବା କଲ୍ୟାଣ ଓ ବିକାଶ କାମ କୁ ମଧ୍ୟ ତ୍ୱରାନ୍ୱିତ ଭାବ ରେ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ l Categories: ଓଡ଼ିଶା, ଗଞ୍ଜାମ, ରାଜନୀତି, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026