ଜୁନିଅର ରେଡ଼କ୍ରସରେ ସେବା ହେଉଛି ପରାମର୍ଶଦାତାଙ୍କ ମୂଳମନ୍ତ୍ର

ଏହି ଶିବିରରେ ଜୁନିଅର ରେଡ଼କ୍ରସର ଇତିହାସ, ବିଦ୍ୟାଳୟରେ ରେଡ଼କ୍ରସର ଭୂମିକା, ପରାମର୍ଶଦାତା ମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ, ବିଦ୍ୟାଳୟ ସୁରକ୍ଷା, ସଡ଼କ ସୁରକ୍ଷା, ରକ୍ତ ଦାନ, ପ୍ରାକୃତିକ ବିପର୍ଯୟ ପ୍ରଶମନ ଓ ପ୍ରାଥମିକ ଚିକିତ୍ସା ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲେ l ଜିଲ୍ଲା ରେଡ଼କ୍ରସ ଅଧିକାରୀ ଶ୍ରୀ ସଞ୍ଜୀବ କୁମାର ଦାସ ଶିବିର ପରିଚାଳନା କରିଥିଲେ l
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026