୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଖଣ୍ଡପଡା :-> ଖଣ୍ଡପଡା ବ୍ଲକ କୁମ୍ଭାରପଡା ଶ୍ରୀ ଶ୍ରୀ ଲଡ଼ୁକେଶ୍ୱର ଜୀଉ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଯୁକ୍ତଦୁଇ ପ୍ରଥମ ବର୍ଷ ର ଛାତ୍ରଛାତ୍ରୀ ଙ୍କ ପାଇଁ ସ୍ୱାଗତ ଉତ୍ସବ ପାଳିତ ହୋଇଯାଇଛି l ଅନୁଷ୍ଠାନର ଅଧକ୍ଷ ପ୍ରମୋଦ କୁମାର ରାଉତ ଙ୍କ ଅଧକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ଅଧ୍ୟାପିକା ବିଜୟ ଲଷ୍ମୀ ରାଉତ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l
