୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ୍ ,ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ,ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ,ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ପଣ୍ଡା,
