୨୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ଭାରତୀୟ ଜନତା ପାର୍ଟିର ନଗର ମଣ୍ଡଳ ବାଲିଗୁଡା ଶାଖା ପକ୍ଷରୁ ସ୍ଥାନୀୟ ସଭାଗୃହ ଠାରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ନଗର ସଦସ୍ୟତା ସଂଯୋଜକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ବାଲିଗୁଡା ବିଧାୟିକା ପ୍ରାର୍ଥୀନୀ ଶ୍ରୀମତୀ କଳ୍ପନା କହଁର ଙ୍କ ସମେତ ଜିଲ୍ଲା ଉପ ସଭାନେତ୍ରୀ ସୁଷମା ସାହୁ,

