ଓଡ଼ିଶାରେ ୭,୬୫,୦୬୫ ଟି ନମୁନା ପରୀକ୍ଷା କରାଯାଇଛି,୫୨,୬୫୩ ଜଣ ପଜିଟିଭ୍‌ ଚିହ୍ନଟ ,୩୭,୯୦୦ ଜଣ ରୋଗୀ ସୁସ୍ଥ, ୩୧୪ ଜଣ ରୋଗୀଙ୍କର ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ ( ୧୩ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୭,୬୫,୦୬୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରା୩⁄୪ାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୫୨,୬୫୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୩୭,୯୦୦ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୧୪୨୨) ୩୧୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୩୮୬ ରହିଛି । ୧୫,୮୦୮ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version