୨୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ଜିଲ୍ଲା ରେ ସରକାରଙ୍କ ଫ୍ଲାଗସିପ୍ ସୁଭଦ୍ରା ଯୋଜନା ରେ ସାମିଲ ପାଇଁ ହିତାଧିକାରୀଙ୍କ ଆବେଦନ ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅପରାହ୍ନ ରେ ଅନୁଷ୍ଠିତ ହୋଇଥିଲା । ଓସୱାନ ହଲରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଅଧ୍ୟକ୍ଷତା କରିବା ସହ ଜିଲ୍ଲାର ସମସ୍ତ ବିଡ଼ିଓ,ତହସିଲଦାର, ମୁନିସିପାଲ୍ଟି ,ଏନ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ସରକାରଙ୍କ ମାର୍ଗଦର୍ଶିକାକୁ ଅନୁପାଳନ କରି ଆବେଦନକାରୀ ଙ୍କୁ ଫର୍ମ ଯୋଗାଣ,
