୩୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଆଜି ଅଗଷ୍ଟ ୩୧ ତାରିଖ ଦଶପଲ୍ଲା ଏନ୍ ଏ ସି ରେ ସ୍ବାୟତ ଶାଶନ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଆଜି ସକାଳୁ ସକାଳୁ ସାମୁହିକ ହରିଧ୍ବନି କରାଯାଇଥିବାବେଳେ,ସମସ୍ତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା । ଏହାପରେ ଏନ୍ ଏ ସି ର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଚନ୍ଦ୍ରଶେଖର ବାରିକ ,

