0୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ସାପ୍ତାହିକ ସମ୍ବାଦପତ୍ର ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି (ଇପିଏ)ର ସମ୍ପାଦକ ଅନିଲ ପ୍ରସାଦ ମିଶ୍ରଙ୍କ ଏକାଦଶାହ ଅବସରରେ ନୟାପଲ୍ଲୀସ୍ଥିତ ଏନ୍-୬ରେ ଥିବା ରାମେଶ୍ୱର ମନ୍ଦିରଠାରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡର କର୍ମକର୍ତ୍ତାମାନେ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।
