0୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଜଣେ ବ୍ୟକ୍ତି କେତେ ଦିନ ବଞ୍ଚିବ ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ; ବରଂ, ଗୁରୁତ୍ୱପୂର୍ଣ୍ଣ ହେଉଛି ସେ କେଉଁ ପ୍ରକାରର ଜୀବନ ଯାପନ କରନ୍ତି । ଅର୍ଥାତ୍ ଜଣେ ବ୍ୟକ୍ତିର ସମାଜ ଓ ଦେଶ ପ୍ରତି ଅବଦାନକୁ ଆଧାର କରି ତାଙ୍କର ଖ୍ୟାତିର ମୂଲ୍ୟାଙ୍କନ କରାଯାଏ । ଅର୍ଥାତ ସେବାହିଁ ବ୍ୟକ୍ତିତ୍ୱର ପରିଚୟ ତୋଳିଥାଏ ବୋଲି ଆଜି ଉତ୍କଲିୟମ ଫାଉଣ୍ଡେସନ ଟ୍ରଷ୍ଟର ରାଜ୍ୟ ସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀରେ ଵକ୍ତା ମାନେ କହିଛନ୍ତି l

