0୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-> କଟକ ସଦର ବ୍ଲକ ଆମଣ ପଞ୍ଚାୟତର ଆମଣ – ଶାସୋଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ସୋମବାର ଦିନ ଏକ ମେଗା ବାର୍ଦ୍ଧକ୍ୟ ଆୟୁଷ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ଆମଣ ସରପଞ୍ଚ ମାନସୀ ପୃଷ୍ଟି ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ । ସମିତି ସଭ୍ୟ ରାଜ କିଶୋର ପଟ୍ଟନାୟକ , ଜିଲ୍ଲା ପରିଷଦ ସଭ୍ୟ ଆଶାଲତା ବେହେରା,

