
0୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ରାଜ୍ୟରେ ବନ୍ଦ ଥିବା ବିଦ୍ୟାଳୟ ଗୁଡ଼ିକୁ ପୁଣି ଥରେ ଖୋଲିବା ପାଇଁ ସ୍ଥିର କରୁଥିଲେ, ଏ ଦିଗରେ କୁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କୁ ବିଧାନସଭାରେ ପ୍ରଶ୍ନ କରିଥିଲେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ।

