0୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ମଡେଲ ଡିଗ୍ରୀ କଲେଜ ବିଜ୍ଞାନ ସମିତି ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି. ଯୁକ୍ତ ତିନ ତୃତୀୟ ବାର୍ଷିକ ଛାତ୍ରଛାତ୍ରୀଙ୍କୁ ନେଇ ଉକ୍ତ ଆଲୋଚନା ଚକ୍ରରେ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ, ବାରିପଦା ର ସୁନାମଧନ୍ୟ ରସାୟନ ବିଜ୍ଞାନ ପ୍ରଫେସର ଓ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରମୋଦ କୁମାର ଶତପଥୀ ଯୋଗଦେଇ ବିଶେଷ ଭାବେ କିପରି ଆଜିର ଅସ୍ଥିର ପ୍ରକୃତି କୁ ବିଜ୍ଞାନ ସହାୟତାରେ ସ୍ଥିରତା ଅଣାଯାଇପାରିବ ସେ ସଂକ୍ରାନ୍ତରେ ଆଲୋକପାତ କରିଥିଲେ.

