ରହିଥିବା ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଅନୁଧ୍ୟାନ ଓ ଆଲୋଚନା
ଖେଳାଳିମାନଙ୍କୁ ସର୍ବୋତ୍ତମ ସୁବିଧା ଓ ସହାୟତା ଯୋଗାଇ ଦେବା ଉପରେ ରହିଛି
ସରକାରଙ୍କ ପ୍ରତିବଦ୍ଧତା : ମୁଖ୍ୟ ଶାସନ ସଚିବ
0୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମାଙ୍କ ସହ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଅନୁଧ୍ୟାନ ଓ ଆଲୋଚନା କରିଥିଲେ । ମୁଖ୍ୟ ଶାସନ ସଚିବ ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଇଣ୍ଡୋର ଆଥଲେଟିକ୍ସ ସେଣ୍ଟର, ଫୁଟବଲ ଷ୍ଟାଡିୟମ,
