0୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁ ଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକ ଠାରେ ଏକ ବାଇକ ନଂ.ଓଡି-୦୩-ୱାଇ- ୪୪୬୪ ଯୋଗେ ଗଞ୍ଜେଇ ଚାଲଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ମାଡି ବସିଥିଲା l
