0୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ – ୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

