ବିବାଦୀୟ ଡାକ୍ତର ଙ୍କୁ ବଦଳି ଦାବି

ଯାହାକୁ ନେଇ ତିବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ସ୍ଥାନୀୟ ଜନ ପ୍ରତିନିଧି l ଜଣେ ବିବାଦୀୟ ଡାକ୍ତର ଙ୍କୁ ପୁଣି ଥରେ କାହିଁକି ଚନ୍ଦ୍ରଗିରି ମେଡିକାଲ ରେ ନିଯୁକ୍ତି ଦିଆଗଲା ବୋଲି ପ୍ରଶ୍ନ କରିବା ସହ ତୁରନ୍ତ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି ଜନ ପ୍ରତିନିଧି l ଯଦି ନହୁଏ ତାହେଲେ ଆଗାମୀ ଦିନରେ ଏକ ବଡ଼ ଧରଣର ଆନ୍ଦୋଳନ ହେବାସହ ରାଜା ରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ।
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026