0୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ବିଜେପି ସର୍ବ ଭାରତୀୟ ସ୍ତରରେ ସଦସ୍ୟତା ଅଭିଯାନ ଆରମ୍ଭ କରିଥିବା ବେଳେ ଜାତୀୟ ଏସଟି ମୋର୍ଚ୍ଚା କାର୍ଯ୍ୟାଳୟ ନୂଆଦିଲ୍ଲୀର ନିର୍ଦ୍ଦେଶ ଅନୁଯାୟୀ, ବିଜେପି ଏସଟି ମୋର୍ଚ୍ଚା ଓଡିଶା ପ୍ରଦେଶ ସଭାପତି ତଥା ରାଜ୍ୟ ସରକାରଙ୍କ ଆଦିବାସୀ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବାଲିଗୁଡା ର ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ଙ୍କୁ ଏସଟି ମୋର୍ଚ୍ଚା ସଦସ୍ୟତା ଅଭିଯାନର ରାଜ୍ୟ କନଭେନର ନିଯୁକ୍ତି କରିଛନ୍ତି ।

