0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା l ୮ ଟି ଚୋରା ବାଇକ ଜବତ କରିବା ସହ ଜଣେ ନାବାଳକ କୁ ଗିରଫ କରିଛି ପୋଲିସ l ଜବତ ହୋଇଥିବା କେତେକ ବାଇକ ଗୁଡିକ ବାଲିଗୁଡା, ସାରଙ୍ଗଡ଼, ବଲାଙ୍ଗୀର ଅଞ୍ଚଳ ହୋଇଥିବା ବେଳେ ଆଉ କେତେକ କେଉଁ ସ୍ଥାନର ଜଣାପଡି ନାହିଁ,

