0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଗୁରୁଦିବସ ମହାସମାରୋହରେ ପାଳନ ହୋଇ ଯାଇଛି । ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଓ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଯୋଗଦେଇ ଉପସ୍ଥିତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ମାନଙ୍କୁ ଗୁରୁପୂଜାର ତାପ୍ତର୍ଯ୍ଯ ବିଷୟରେ

