0୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ବ୍ଲକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଉଦ୍ୟାନ କୃଷି ବିଭାଗ ଉପ ନିର୍ଦ୍ଦେଶକ ଙ୍କ ନିର୍ଦ୍ଦେଶ ପ୍ରକାରେ ଆଜି ବ୍ଲକ ସ୍ତରୀୟ ଉଦ୍ୟାନ କୃଷି ସମ୍ପର୍କରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଛି । ଏହି କର୍ମଶାଳା ରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହିଥିବା ବେଳେ ସ୍ଥାନୀୟ ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ କରୁଣା କର ପାଇକ,

