0୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :-> ଭାଷା ସାହିତ୍ୟ ଓ ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ଡ୍ୟାନ୍ସ ନୟାଗଡ ଡ୍ୟାନ୍ସ ର ଆଜି ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ନୟାଗଡ ସ୍ଵୟଂଶାସିତ ମହାବିଦ୍ୟାଳୟ ର ଗୋଲ୍ଡେନ ଜୁବୁଲି ହଲ୍ ରେ ଏହାର ସେମି ଫାଇନାଲ ଅନୁଷ୍ଠିତ ହୋଇ ଯାଇଛି । ଏହାକୁ ଜିଲ୍ଲାପରିଷଦ ର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିଲେ ଏବଂ ଅତିଥି ଭାବରେ ନୟାଗଡ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ , ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ଦାମୋଦର ସାହୁ ଯୋଗ ଦେଇଥିଲେ। ଅତିଥି ମାନେ ନୟାଗଡ଼ର ଛୋଟ ଛୋଟ ପିଲାଙ୍କର ନୃତ୍ୟ ପ୍ରତିଭା ର ଭୂୟସୀ ପ୍ରଶଂସା କରିଥିଲେ ଏବଂ ସେମାନେ ଯେପରି ଏହି ।
