ଏମପିସି ପୁରାତନ ଛାତ୍ରଛାତ୍ରୀଙ୍କ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

୦୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ବାରିପଦା ଭାଗବତପୁର ସ୍ଥିତ କନ୍ୟାଶ୍ରମରେ ମହାରାଜା ପୂର୍ଣ୍ଣଚନ୍ଦ୍ର ମହାବିଦ୍ୟାଳୟର ୧୯୯୦-୯୫ ବ୍ୟାଚ ଛାତ୍ର ସଂଗଠନ ଆନୁକୂଲ୍ୟରେ  ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି. ଶିବିରରେ ସମସ୍ତ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହିତ ମାଗଣାରେ ଔଷଧ ପ୍ରଦାନ କରାଯାଇଥିଲା. ଏହି ଅବସର ରେ ଭେଷଜ ବିଶେଷଜ୍ଞ ଡା. ପାର୍ଥସାରଥୀ ମହାନ୍ତି,

ଶିଶୁ ରୋଗ ବିଶେଷଜ୍ଞ ଡା. ସତ୍ୟରଞ୍ଜନ ବେହେରା ଏବଂ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଡା. ସୁଯୋନ୍ୟାଶ୍ରମର ଭାସ୍ଵତୀ ବାରିକ ଓ ଅନ୍ୟ କର୍ମକର୍ତ୍ତା ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ. ସଂଗଠନର ଏଭଳି ମହତ କାର୍ଯ୍ୟ ପାଇଁ ସବୁ ମହଲରୁ ପ୍ରଶଂସା କରାଯାଇଛି l ଗ କୁମାର ନାଏକ ପ୍ରମୁଖ ଯୋଗଦେଇ ଅନ୍ତେବାସୀଙ୍କ ସ୍ଵାସ୍ଥ୍ୟ ପରୀକ୍ଷା କରିବା ସହିତ ଔଷଧ ବଣ୍ଟନ କରିଥିଲେ. କ

Exit mobile version