
୦୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ର ବିଭିନ୍ନ ପୂଜା ମଣ୍ଡପ ରେ ପୂଜା ପାଉଛନ୍ତି ସିଦ୍ଧିଦାତା ଗଜାନନ.ଏହି ଅବସରରେ ଗଣେଶ ଭଗବାନ ଙ୍କ ଆଶୀର୍ବାଦ ପାଇଁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ପୂଜା ମଣ୍ଡପ ଯାଇ ପ୍ରଭୃଙ୍କ ଦର୍ଶନ କରି ଓଡିଶା ବାସୀଙ୍କ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କରିଥିଲେ. ପ୍ରଥମେ ପୁରୁଣା ଭୁବନେଶ୍ୱର ର ବଢେଇବାଙ୍କ ଛକ ସ୍ଥିତ ଏକାମ୍ର ରାଜା ଗଣେଶ ପୂଜା ମଣ୍ଡପ ପରିଦର୍ଶନ କରି ପୂଜା କରିଥିଲେ l

