୧୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଦିନ ତମାମ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି । ଯାହା ଫଳରେ ଜନଜୀବନ ପ୍ରଭାବିତ ହେବା ସହିତ ବିଭିନ୍ନ ସ୍ଥାନରେ ବଡ ବଡ ଗଛ ଉପୁଡି ପଡିବା ସହ କିଛି ସ୍ଥାନରେ ଘର ମଧ୍ୟ ଭୂଷୁଡି ପଡିଥିବା ଜଣାପଡିଛି । ଗଜପତି ଜିଲ୍ଲାରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ ଆଜି ଅପରାହ୍ନ ସମୟରେ ମୋହନା ବ୍ଳକର ଅଡବା ଗ୍ରାମ ଖ୍ରୀଷ୍ଟାଆନ ସାହିରେ ବାସ କରୁଥିବା ବିପିନ ପ୍ରଧାନ,

