ନାଚୁଣୀ ମହାବିଦ୍ୟାଳୟ ରେ ଇତିହାସ ସମ୍ଫାନ
ସମ୍ମାନିତ ଅତିଥି ଭାବେ ଇତିହାସ ବିଭାଗର ଅଧ୍ୟାପକ ବିଜୟ କୁମାର ଶତପଥୀ, ଡଃ ପ୍ରଜ୍ଞା ପାରମିତା ପାତ୍ର, ଜଗନ୍ନାଥ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ପ୍ରାଚୀନ ଓ ମଧ୍ୟଯୁଗୀୟ ଓଡ଼ିଶାର ସାମାଜିକ ଓ ସାଂସ୍କୃତିକ ଜୀବନ ଉପରେ ସାରଗର୍ଭକ ଆଲୋଚନା ରଖିଥିଲେ । ଶିକ୍ଷାର୍ଥୀ ମଣ୍ଟି ବେହେରା ଓ ସନ୍ତୋଷିନୀ ପଲେଇ ଏହି ଶୀର୍ଷକ ଆଧାରିତ ସ୍ବରଚିତ ସନ୍ଦର୍ଭ ପାଠ କରିଥିଲେ । ଏହି ଅବସରରେ +୩ ପ୍ରଥମ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କୁ ଭବ୍ୟ ସ୍ଵାଗତ କରାଯିବା ସହ ଗୁରୁ ପୂଜନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା ।
Related Content
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ
by
Proprietor Abhimanyu Maharana
October 15, 2026
ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ
by
Proprietor Abhimanyu Maharana
October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery
by
Proprietor Abhimanyu Maharana
October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !
by
Proprietor Abhimanyu Maharana
October 15, 2026
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ
by
Proprietor Abhimanyu Maharana
October 15, 2026
Mass Rally for ADHD Awareness
by
Proprietor Abhimanyu Maharana
October 15, 2026