Home ଓଡ଼ିଶା ଆର ଉଦୟଗିରି ବ୍ଲକ ମହେନ୍ଦ୍ରଗିରି ଠାରେ ପିଏମ୍-ଜନମନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା,ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ଆର .ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପ୍ରଧାନ ମନ୍ତ୍ରୀ ଜନମନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯକ୍ରମ ରେ ବିଭିନ୍ନ ବିଭାଗ ଦ୍ଵାରା ପଞ୍ଚାୟତର ସୌରା ଆଦିମ ଅଧିବାସୀ PVTG ମାନଙ୍କୁ ବିଭିନ୍ନ ମୌଳିକ ସୁବିଧା ପ୍ରଦାନ ପାଇଁ ପ୍ରଚେଷ୍ଟା କରାଯାଇ ସଚେତନତା କରଯାଇଥିଲା। ଏଥି ମଧ୍ୟରେ ତହସିଲ କାର୍ଯ୍ୟାଳୟ ତରଫରୁ ମୋଟ ୨୧ ଜଣ ହିତାଧିକାରୀଙ୍କୁ ମୋ ଜଙ୍ଗଲ ଜମି ଯୋଜନା ରେ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯିବା ସହ ଅନ୍ୟ ପ୍ରମାଣ ପତ୍ର ମଧ୍ଯ ପ୍ରଦାନ କରାଯାଇଥିଲା ଏହି କାର୍ଯ୍ୟକ୍ରମରେ ତହସିଲଦାର ଉଦୟଗିରି ଶ୍ରୀ ଜ୍ୟୋତିମୟ ଦାସ, ଶ୍ରୀ ବନମାଳି ଭୂୟାଁ,ସ୍ଵତନ୍ତ୍ର ଅଧିକାରୀ ଏସଡିଏ ଚନ୍ଦ୍ରଗିରି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମନ୍ ଖର୍ସେଲ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀ ଶ୍ରୀମତୀ ନିବେଦିତା ପଣ୍ଡା, ସିଡ଼ିପିଓ ଶ୍ରୀମତୀ ଲଳିତା ପୂଜାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମ କର୍ତ୍ତା ଓ ମାନେ ଉପସ୍ଥିତ ଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ ସ୍ଥାନୀୟ ଜନସାଧାରଣ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026