୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଜଙ୍କିଆ :-> ପବିତ୍ର ଗଣେଶପୂଜା ଉପଲକ୍ଷେ ଜଙ୍କିଆ ଓଁ ଶ୍ରୀ ଗ୍ରୁପ ପୂଜା କମିଟି ପକ୍ଷରୁ ବାଲିଗାଡ଼ିଆସ୍ଥିତ ବାସନ୍ତୀ ପଡିଆଠାରେ ଚାଲିଥିବା ଚତୁର୍ଦ୍ଧଶ ଜଙ୍କିଆ ପଲ୍ଲୀ ଉତ୍ସବ ଉଦଯାପିତ ହୋଇଯାଇଛି।ଉଦଯାପିତ ଦିବସରେ ଅନୁଷ୍ଠାନ ର ସଭାପତି ସୁନିଲ କୁମାର ନରେନ୍ଦ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପିତ ଦିବସରେ ମୂଖ୍ୟ ଅତିଥି ଭାବରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଯୋଗଦେଇଥିବା ବେଳେ
