୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଜପତି :-> ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା,ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ଆର .ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପ୍ରଧାନ ମନ୍ତ୍ରୀ ଜନମନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯକ୍ରମ ରେ ବିଭିନ୍ନ ବିଭାଗ ଦ୍ଵାରା ପଞ୍ଚାୟତର ସୌରା ଆଦିମ ଅଧିବାସୀ PVTG ମାନଙ୍କୁ ବିଭିନ୍ନ ମୌଳିକ ସୁବିଧା ପ୍ରଦାନ ପାଇଁ ପ୍ରଚେଷ୍ଟା କରାଯାଇ ସଚେତନତା କରଯାଇଥିଲା

