
୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱରଙ୍କ ପ୍ରୋତ୍ସାହନ ଓ ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ ଭାଷା ସମ୍ପାନକାର୍ଯ୍ୟକ୍ରମରେ ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ, ଭାଷାବିତ ଓ ସାହିତ୍ୟିକମାନେ ଯୋଗଦେଇ କହିଛନ୍ତି ଯେ ଓଡ଼ିଆ ଅସ୍ମିତାର କାଳଜୟୀ କଳାଶିଳ୍ପ ହେଉଛି ଆମ ଓଡ଼ିଆ ଭାଷା ଓ ସାହିତ୍ୟ l ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ସମ୍ବଳ ହେଉଛି ଭାଷା l

