୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୈlରୋହିତ୍ୟରେ ଅନୁଷ୍ଠିତ ଏହି ଶିବିର ଆନୁଷ୍ଠାନିକ ଭାବେ କଲେଜ ପରିଚାଳନା ସମିତି ସଭାପତି ପଞ୍ଚାନନ ଡାକୁଆ ଓ ସଭ୍ୟ ବାଞ୍ଛାନିଧି ପାତ୍ର ଉଦଘାଟନ କରିଥିଲେ । ନୟାଗଡ଼ ବ୍ଳକ ବ୍ୟାଙ୍କ ତରଫରୁ ରକ୍ତ ସଂଗ୍ରହରେ ନିୟୋଜିତ ଦଳର ପ୍ରାୟ ୧୨ଜଣ କର୍ମଚାରୀ ଏହି ଶିବିରରେ ଛାତ୍ରଛାତ୍ରୀ,

