୧୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ଶୁଭଶ୍ରୀ ତ୍ରିପାଠୀ ଏହି ରାଷ୍ଟ୍ରୀୟ ଲୋକ ଅଦାଲତକୁ ଉଦଘାଟନ କରିବା ସହ ନିଜ ଅଦାଲତ ପରିଚାଳନା କରିଥିଲେ ।

