ଫlସିଓଦା ଗ୍ରା/ପ ସୁଭଦ୍ରା ଯୋଜନା ସଚେତନତା

ଫlସିଓଦା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ମାଆଓ ଭଉଣୀମାନଙ୍କର ଏକ ସଭାରେ ମୁଖ୍ୟଅତିଥି ଭାବେ ଲୋତକ ବିନ୍ଦୁ ପଟ୍ଟନାୟକ ଯୋଗଦେଇ ସୁଭଦ୍ରା ଯୋଜନା ଓ ରାଜ୍ୟ ସରକାରଙ୍କର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇଥିଲେ।
Related Content
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ
by
Proprietor Abhimanyu Maharana
October 15, 2026
ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ
by
Proprietor Abhimanyu Maharana
October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery
by
Proprietor Abhimanyu Maharana
October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !
by
Proprietor Abhimanyu Maharana
October 15, 2026
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ
by
Proprietor Abhimanyu Maharana
October 15, 2026
Mass Rally for ADHD Awareness
by
Proprietor Abhimanyu Maharana
October 15, 2026