୧୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ଭାରସାମ୍ୟ ହରାଇ ରବିବାର ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ । ୫୯ ନଂ ଜାତୀୟ ରାଜପଥ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ କାର୍ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମରାମତି ପାଇଁ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ କାରକୁ ପଛପଟୁ ପିଟିଲା ଆଉ ଏକ ଚଳନ୍ତା କାର୍ ।

