୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଜଗତସିଂହପୁର :-> ବିରିଡି ବ୍ଲକ ପରିସରରେ ମଙ୍ଗଳବାର ଘରେ ଘରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି l ବିଶେଷ କରି ମାନ୍ୟବର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ 74ତମ ଜନ୍ମ ଦିବସ ଅବସରରେ ଭୁବନେଶ୍ୱର ଜନତା ମୈଦାନ ଠାରେ ପ୍ରଧାନ ମନ୍ତ୍ରୀ ମୋଦିଙ୍କୁ ଓଡ଼ିଶାର ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l

