୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଆଦକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ମାନ୍ୟବର ବିଧାୟକ ମୋହନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ, ପାରଳାଖେମୁଣ୍ଡି ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା,

